/odishatv-khabar/media/post_attachments/uploadimage/library/16_9/16_9_0/Accident_1696313187.jpg)
Accident
ମହାନଦୀ ବ୍ରିଜରେ ଲଟକିଛି ଯାତ୍ରୀବାହୀ ବସ୍ । ଜାତମୁଣ୍ଡିଆ-ସୁବର୍ଣ୍ଣପୁର ବ୍ରିଜ୍ରେ ଲଟକି ରହିଛି ବସ୍ । ବସ୍ଟି ଅନୁଗୁଳରୁ ଭୁବନେଶ୍ୱର ଆସୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣରା ପରେ ବସ୍ଟି ବ୍ରିଜ୍ରେ ଲଟକି ରହିଛି। ତେବେ ବସ୍ରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି।
Advertisment
#ବ୍ରିଜରେ_ଲଟକିଛି_ବସ୍
ମହାନଦୀ ବ୍ରିଜରେ ଲଟକିଛି ଯାତ୍ରୀବାହୀ ବସ୍.. ବସ୍ଟି ଅନୁଗୁଳରୁ ଭୁବନେଶ୍ୱର ଆସୁଥିବା ବେଳେ ଦୁର୍ଘଟଣା..
ବସ୍ର ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା#Odisha#OTVpic.twitter.com/tptY98Bmxe— ଓଟିଭି (@otvkhabar) October 3, 2023
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)