Advertisment

ମହାନଦୀ ବ୍ରିଜରେ ଲଟକିଛି ଯାତ୍ରୀବାହୀ ବସ୍‌

ବସ୍‌ଟି ଅନୁଗୁଳରୁ ଭୁବନେଶ୍ୱର ଆସୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ପରେ ବସ୍‌ଟି ବ୍ରିଜ୍‌ରେ ଲଟକି ରହିଛି। ତେବେ ବସ୍‌ରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି ।

ଅଦ୍ୟତନ ହୋଇଛି
Accident

Accident

Advertisment

ମହାନଦୀ ବ୍ରିଜରେ ଲଟକିଛି ଯାତ୍ରୀବାହୀ ବସ୍ । ଜାତମୁଣ୍ଡିଆ-ସୁବର୍ଣ୍ଣପୁର ବ୍ରିଜ୍‌ରେ ଲଟକି ରହିଛି ବସ୍ । ବସ୍‌ଟି ଅନୁଗୁଳରୁ ଭୁବନେଶ୍ୱର ଆସୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣରା ପରେ ବସ୍‌ଟି ବ୍ରିଜ୍‌ରେ ଲଟକି ରହିଛି। ତେବେ ବସ୍‌ରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି।

Advertisment

Bus Accident Mahanadi Bridge Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ