• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ସ୍କୁଲ ସ୍ପୋର୍ଟସ ବେଳେ ଛାତ୍ରଙ୍କ ବେକରେ ପଶିଗଲା ଜାଭେଲିନ୍ । ଆଗଲପୁର ବାଳକ ହାଇସ୍କୁଲରେ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଚାଲିଥିବା ବେଳେ ଏଭଳି ଅଘଟଣ ଘଟିଛି । ଜଣେ ଛାତ୍ର ଜାଭେଲିନ୍‌ ଫିଙ୍ଗୁଥିବା ବେଳେ ଅନ୍ୟ ଜଣେ ଛାତ୍ରଙ୍କ ବେକରେ ପଶିଯାଇଥିଲା ଜାଭେଲିନ୍ । ଗୁରୁତର ଛାତ୍ରଙ୍କୁ ଭୀମଭୋଇ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ଛାତ୍ର ଜଣକ ଗୁରୁତର ଥିବା ନେଇ ଡାକ୍ତର ସୂଚନା ଦେଇଛନ୍ତି ।