ଅଦ୍ୟତନ ହୋଇଛି
Javelin Throw
Advertisment
ସ୍କୁଲ ସ୍ପୋର୍ଟସ ବେଳେ ଛାତ୍ରଙ୍କ ବେକରେ ପଶିଗଲା ଜାଭେଲିନ୍ । ଆଗଲପୁର ବାଳକ ହାଇସ୍କୁଲରେ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଚାଲିଥିବା ବେଳେ ଏଭଳି ଅଘଟଣ ଘଟିଛି । ଜଣେ ଛାତ୍ର ଜାଭେଲିନ୍ ଫିଙ୍ଗୁଥିବା ବେଳେ ଅନ୍ୟ ଜଣେ ଛାତ୍ରଙ୍କ ବେକରେ ପଶିଯାଇଥିଲା ଜାଭେଲିନ୍ । ଗୁରୁତର ଛାତ୍ରଙ୍କୁ ଭୀମଭୋଇ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ଛାତ୍ର ଜଣକ ଗୁରୁତର ଥିବା ନେଇ ଡାକ୍ତର ସୂଚନା ଦେଇଛନ୍ତି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1671259554.jpg)