Advertisment

ଅକ୍ସିଜେନ୍‌ ସିଲିଣ୍ଡର ଫାଟି ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ, ଏକାଧିକ ଆହତ

ପାଣ୍ଡରା ସ୍ଥିତ ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ। ହସ୍ପିଟାଲ ପରିସରରେ ଅକ୍ସିଜେନ୍‌ ସିଲିଣ୍ଡର ବିସ୍ଫୋରଣ ସୂଚନା।

author-image
Santosh Kumar Sahoo
ଅଦ୍ୟତନ ହୋଇଛି
Blast In Hi Tech Hospital

Blast In Hi Tech Hospital

ଭୁବନେଶ୍ୱର ପାଣ୍ଡରା ସ୍ଥିତ ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ। ହସ୍ପିଟାଲ ପରିସରରେ ନିର୍ମାଣ କାର୍ଯ୍ୟ ଚାଲିଥିବାବେଳେ ବିସ୍ଫୋରଣ ହୋଇଥିବା ସୂଚନା।ଏ। ତେବେ ଏହି ବିସ୍ପୋରଣରେ ଏକାଧିକ ଆହତ ହୋଇଥିବା ସୂଚନା ମିଳିଛି।

Advertisment

ତେବେ ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ ନେଇ ଓଟିଭିକୁ ପ୍ରତିକ୍ରିୟା ଦେଇଛନ୍ତି ହାଇଟେକ୍‌ ହସ୍ପିଟାଲ ପିଆର୍‌ଓ। ସେ କହିଛନ୍ତି ଏସିରେ ଗ୍ୟାସ୍‌ ଫିଲିଂ ବେଳେ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣରେ ୩ରୁ ୪ ଜଣ ସାମାନ୍ୟ ଆହତ ହୋଇଛନ୍ତି। କୌଣସି ଅକ୍ସିଜେନ୍‌ ସିଲିଣ୍ଡରରେ ବିସ୍ଫୋରଣ ଘଟିନାହିଁ। ସାମାନ୍ୟ ଆହତ ୩/୪ ଜଣ ହାଇଟେକ୍‌ ହସ୍ପିଟାଲରେ ଚିକିତ୍ସାଧୀନ ହେଉଛନ୍ତି ବୋଲି କହିଛନ୍ତି ହାଇଟେକ୍‌ ହସ୍ପିଟାଲ ପିଆରଓ।

Advertisment

Bhubaneswar
Advertisment
Advertisment