Blast In Hi Tech Hospital
ଭୁବନେଶ୍ୱର ପାଣ୍ଡରା ସ୍ଥିତ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ। ହସ୍ପିଟାଲ ପରିସରରେ ନିର୍ମାଣ କାର୍ଯ୍ୟ ଚାଲିଥିବାବେଳେ ବିସ୍ଫୋରଣ ହୋଇଥିବା ସୂଚନା।ଏ। ତେବେ ଏହି ବିସ୍ପୋରଣରେ ଏକାଧିକ ଆହତ ହୋଇଥିବା ସୂଚନା ମିଳିଛି।
ତେବେ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ନେଇ ଓଟିଭିକୁ ପ୍ରତିକ୍ରିୟା ଦେଇଛନ୍ତି ହାଇଟେକ୍ ହସ୍ପିଟାଲ ପିଆର୍ଓ। ସେ କହିଛନ୍ତି ଏସିରେ ଗ୍ୟାସ୍ ଫିଲିଂ ବେଳେ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣରେ ୩ରୁ ୪ ଜଣ ସାମାନ୍ୟ ଆହତ ହୋଇଛନ୍ତି। କୌଣସି ଅକ୍ସିଜେନ୍ ସିଲିଣ୍ଡରରେ ବିସ୍ଫୋରଣ ଘଟିନାହିଁ। ସାମାନ୍ୟ ଆହତ ୩/୪ ଜଣ ହାଇଟେକ୍ ହସ୍ପିଟାଲରେ ଚିକିତ୍ସାଧୀନ ହେଉଛନ୍ତି ବୋଲି କହିଛନ୍ତି ହାଇଟେକ୍ ହସ୍ପିଟାଲ ପିଆରଓ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1703854901.jpg)