• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଅଙ୍ଗନବାଡ଼ି ଆସି ଚାଲିଗଲା ନୀରିହ ଜୀବନ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଆନନ୍ଦପୁର -ମହୁଲଡିହା ଥାନା ଖେଡ଼ିଆପଶି ଗାଁରେ । ଦୁଇ ଜଣ କୁନି ଶିଶୁ ଅଜି ସକାଳୁ ଘରୁ ବାହାରି ଅଙ୍ଗନବାଡ଼ି କେନ୍ଦ୍ର ଆସିଥିବା ବେଳେ, ପୋଖରୀରେ ବୁଡ଼ିଯାଇଥିଲେ । ସେଠାରେ ଜଣକର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଅଛନ୍ତି । ଅଙ୍ଗନବାଡ଼ି ପାଖରେ ଥିବା ଏକ ପୋଖରୀକୁ କୁନି ପିଲାମାନେ ଆସିଥିଲେ । ଏହି ସମୟରେ ଅସାବଧାନତା ଯୋଗୁଁ ସେମାନଙ୍କ ଗୋଡ଼ ଖସିଯାଇଥିଲା । ଫଳରେ ପୋଖରୀରେ ବୁଡ଼ି ଯାଇଥିଲେ ।