Daily Horoscope 17th July 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ରବିବାର, ତିଥି – ୪ର୍ଥୀ ଦିବା ୧୦/୪୯ ଗତେ ୫ମୀ, ଚନ୍ଦ୍ର – କୁମ୍ଭ ଅହୋରାତ୍ର, ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର, ଘାତ ବାର – ମେଷ ରାଶିର ପୁଷ୍କର ଦୋଷ - ମୃତ ବ୍ୟକ୍ତିର ପୁଷ୍କର ଦୋଷ, ୧ ପାଦ - କୃଷିହାନି - ଭୂମିଦାନ ଦିବା ୦୧/୨୬ ଗତେ ୨ ପାଦ - କୃଷି ଓ ବଂଶହାନି - ଭୂମି ଓ ତିଳକାଞନ ଦାନ ।

Daily Horoscope

ଶୁଭ ସମୟ:-

ପ୍ରାତଃ ୦୫/୨୦ ରୁ ୦୯/୪୨

ଦିବା ୦୧/୩୦ ରୁ ୦୨/୦୩

ସନ୍ଧ୍ୟା ୦୭/୦୮ ରୁ ୦୯/୧୯

ରାତ୍ରି ୧୨/୧୪ ରୁ ୦୧/୧୪

ରାତ୍ରି ୦୨/୩୭ ରୁ ୦୩/୦୯

ଅଶୁଭ ସମୟ:-

ଋାହୁକାଳ - ଦିବା ୦୪/୪୬ ରୁ ୦୬/୨୪

କାଳବେଳା –ଦିବା ୧୧/୫୨ ରୁ ୦୧/୩୦

ବାରବେଳା –ଦିବା ୧୦/୧୪ ରୁ ୧୧/୫୨

କାଳରାତ୍ରି - ରାତ୍ରି ୦୧/୧୪ ରୁ ୦୨/୩୬

ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

ମେଷ :-  

ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ :- 

ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ :- 

ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କର୍କଟ:- 

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ସିଂହ:- 

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କନ୍ୟା:- 

ପ୍ରତିକାର - ନିଜ ଖାଇବାରୁ କିଛି ଅଂଶ କାଉକୁ ଖାଇବାକୁ ଦିଅନ୍ତୁ

ତୁଳା :- 

ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା :- 

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଧନୁ :- 

ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ମକର :- 

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ :-

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ :- 

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

(ଜ୍ୟୋତିର୍ବିଦ୍‌ ଇଞ୍ଜିନିୟର ଦୀପକ ଆଚାର୍ଯ୍ୟ, ମୋ-୯୪୩୯୦୫୦୦୯୯, ୯୨୩୮୩୯୭୧୦୦)