Panchang Today 11th July 2023: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଆପଣଙ୍କ ଶୁଭ ଓ ଅଶୁଭ ସମୟ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Today Panchang

News Summary

ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ସନ୍ଧ୍ୟା ୦୬.୫୯ ଗତେ ମେଷ,ତିଥି – ୯ମୀ ସନ୍ଧ୍ୟା ୦୬.୦୫ ଗତେ ୧୦ମୀ ,ଘାତ ଚନ୍ଦ୍ର – ମେଷ ଅହୋରାତ୍ର ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ

ଶୁଭ ସମୟ:

ପ୍ରାତଃ ୦୫.୧୮ ରୁ ୦୬.୫୬

ଦିବା ୦୯.୪୦ ରୁ ୧୨.୧୮

ଦିବା ୦୪.୪୭ ରୁ ୦୫.୩୩

ସନ୍ଧ୍ୟା ୦୬.୨୫ ରୁ ୦୭.୦୯

ରାତ୍ରି ୧୨.୧୪ ରୁ ୦୨.୨୪

ଅଧିକ ପଢ଼ନ୍ତୁ: ବାସ୍ତୁରେ ପାରିବାରିକ କଳହର କାରଣ ଏବଂ ନିରାକରଣ

ଅଶୁଭ ସମୟ:

ଋାହୁକାଳ – ଦିବା ୦୩.୦୮ ରୁ ୦୪.୪୭

କାଳବେଳା – ଦିବା ୦୧.୩୦ ରୁ ୦୩.୦୮

ବାରବେଳା – ପ୍ରାତଃ ୦୬.୫୬ ରୁ ୦୮.୩୫

କାଳରାତ୍ରି – ରାତ୍ରି ୦୭.୪୭ ରୁ ୦୯.୦୯