Panchang
Advertisment
ସୈାର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ରାତ୍ରି ୦୨.୨୦ ଗତେ ମୀନ,ତିଥି- ୧୦ମୀ ସନ୍ଧ୍ୟା ୦୬.୪୬ ଗତେ୧୧ଶୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ରାତ୍ରି ୦୨.୨୦ ଗତେ ଧନୁ ରାଶିର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ଦିବା ୦୯.୩୯ ଗତେ ୧-ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
Advertisment
ଶୁଭ ସମୟ:
ପ୍ରାତଃ-୦୫.୫୬ ରୁ ୦୭.୨୦
ଦିବା- ୦୮.୫୪ ରୁ ୧୧.୦୮
ରାତ୍ରି- ୦୭.୩୯ ରୁ ୦୯.୫୪
ରାତ୍ରି-୦୨.୩୧ ରୁ ୦୩.୨୨
ଅଶୁଭ ସମୟ:
ରାହୁକାଳ- ପ୍ରାତଃ ୦୭.୨୦ ରୁ ୦୮.୪୩
କାଳବେଳା- ପ୍ରାତଃ ୦୭.୨୦ ରୁ ୦୮.୪୩
ବାରବେଳା- ଦିବା ୦୨.୧୭ ରୁ ୦୩.୪୧
କାଳରାତ୍ରି- ରାତ୍ରି ୦୯.୫୪ ରୁ ୧୧.୩୦
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Panchang_1731293124.jpg)