ଅଦ୍ୟତନ ହୋଇଛି
Panchang Today
Advertisment
ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ରାତ୍ରି ୧୦.୪୧ ଗତେ ବୃଷ,ତିଥି- ୫ମୀ ରାତ୍ରି ୧୧.୨୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୧୦.୪୧ ଗତେ ବିଛା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ଦିବା ୦୪.୫୫ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
Advertisment
ଶୁଭ ସମୟ:
ପ୍ରାତଃ-୦୫.୫୯ ରୁ ୦୭.୩୪
ଦିବା-୧୦.୪୪ ରୁ ୦୧.୦୭
ରାତ୍ରି- ୦୨.୪୪ ରୁ ୦୩.୩୩
ଅଧିକ ପଢ଼ନ୍ତୁ: ଗୃହର ସମ୍ମୁଖରେ ମନ୍ଦିର ଥିଲେ ନାନା ସମସ୍ୟାରେ ଘାଣ୍ଟି ହୋଇଥାଆନ୍ତି ଗୃହବାସୀ, ଜାଣନ୍ତୁ ପ୍ରତିକାର
ଅଶୁଭ ସମୟ:
ରାହୁକାଳ - ଦିବା ୦୧.୨୫ ରୁ ୦୨.୫୪
କାଳବେଳା- ଦିବା ୦୨.୫୪ ରୁ ୦୪.୨୩
ବାରବେଳା- ଦିବା ୦୪.୨୩ ରୁ ୦୫.୫୨
କାଳରାତ୍ରି- ରାତ୍ରି ୧୧.୫୫ ରୁ ୦୧.୨୬
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1710385037.jpg)