Panchang Today 19th April 2024: ଆଜିର ପଞ୍ଚାଙ୍ଗ, ଶୁଭ ମୂହୁର୍ତ୍ତରେ ଗୃହ ପ୍ରବେଶ କରନ୍ତୁ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Panchang Today

News Summary

ଆଜିର ପଞ୍ଚାଙ୍ଗ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥ- ୧୧ଶୀ ରାତ୍ରି ୦୮.୦୫ ଗତେ ୧୨ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୦୮.୦୫ ଗତେ ୧ ପାଦ-ପଶୁସମ୍ପଦନାଶ- ଅନ୍ନଦାନ

ଶୁଭ ସମୟ:

ପ୍ରାତଃ-୦୫.୨୯ ରୁ ୦୬.୧୯

ପ୍ରାତଃ- ୦୭.୦୯ ରୁ ୦୮.୩୭

ଦିବା- ୧୨.୧୦ ରୁ ୦୨.୪୧

ଦିବା-୦୪.୨୧ ରୁ ୦୬.୦୨

ରାତ୍ରି-୦୭.୩୩ ରୁ ୦୮.୫୩

ରାତ୍ରି-୦୧.୩୯ ରୁ ୦୩.୫୭

ଅଧିକ ପଢ଼ନ୍ତୁ: ଗୃହର ଏହି ଦିଗକୁ ଜଳ ନିଷ୍କାସିତ ହେଉଛି କି… ଗୃହକୁ ଆସିବ ମହା ସଂକଟ

ଅଶୁଭ ସମୟ:

ରାହୁକାଳ - ଦିବା ୧୦.୧୧ ରୁ ୧୧.୪୫

କାଳବେଳା- ଦିବା ୧୦.୧୧ ରୁ ୧୧.୪୫

ବାରବେଳା- ଦିବା ୦୮.୩୭ ରୁ ୧୦.୧୧

କାଳରାତ୍ରି- ରାତ୍ରି ୦୮.୫୩ ରୁ ୧୦.୧୯