Panchang Today 20th April 2024: ଆଜିର ପଞ୍ଚାଙ୍ଗ, ଶୁଭ ମୂହୁର୍ତ୍ତରେ ଘରେ କରନ୍ତୁ ଶୁଭ କାର୍ଯ୍ୟ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ଶନିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Panchang

News Summary

ଆଜିର ପଞ୍ଚାଙ୍ଗ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ଶନିବାର । ଚନ୍ଦ୍ର- ସିଂହ ରାତ୍ରି ୦୮.୫୦ ଗତେ କନ୍ୟା,ତିଥି- ୧୨ଶୀ ରାତ୍ରି ୧୦.୪୧ ଗତେ ୧୩ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୮.୫୦ ଗତେ ବୃଷ ରାଶିର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୨.୦୪ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନଦାନ ରାତ୍ରି୧୦.୪୧ ଗତେ ୨ ପାଦ-କୃଷି ଓ ବଂଶ ହାନି –ଭୂମି ଓ ତିଳକାଞ୍ଚନ ଦାନ

ଶୁଭ ସମୟ:

ଦିବା- ୧୦.୧୧ ରୁ ୦୧.୦୧

ରାତ୍ରି- ୦୮.୧୯ ରୁ ୧୦.୩୬

ରାତ୍ରି-୧୨.୦୮ ରୁ ୦୧.୩୯

ରାତ୍ରି-୦୨.୨୫ ରୁ ୦୩.୫୬

ଅଶୁଭ ସମୟ:

ରାହୁକାଳ - ଦିବା ୦୮.୩୭ ରୁ ୧୦.୧୧

କାଳବେଳା- ପ୍ରାତଃ ୦୫.୨୮ ରୁ ୦୭.୦୨ ଓ ଦିବା ୦୪.୨୮ ରୁ ୦୬.୦୨

ବାରବେଳା- ଦିବା ୦୧.୧୯ ରୁ ୦୨.୫୪

କାଳରାତ୍ରି- ସନ୍ଧ୍ୟା ୦୬.୦୨ ରୁ ୦୭.୨୮ ଓ ରାତ୍ରି ୦୪.୦୨ ରୁ ୦୫.୨୭