Panchang Today 23rd June 2024: ଆଜିର ପଞ୍ଚାଙ୍ଗ, ଶୁଭ ମୁହୂର୍ତ୍ତ ଦେଖି ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Panchang

News Summary

ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ଧନୁ ରାତ୍ରି ୧୦.୪୭ ଗତେ ମକର ।ତିଥି- ପତିପ୍ରଦ ପ୍ରାତଃ ୦୫.୧୩ ଗତେ ୨ୟା ରାତ୍ରି ୦୩.୨୬ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ରାତ୍ରି ୧୦.୪୭ ଗତେ ସିଂହ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ର୍ପାତଃ ୦୫.୧୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫.୦୩ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୨୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

ଶୁଭସମୟ:

ପ୍ରତଃ -୦୬.୫୮ ରୁ ୦୯.୩୬

ଦିବା -୦୧.୨୭ ରୁ ୦୨.୫୩

ଦିବା -୦୪.୩୯ ରୁ ୦୪.୪୫

ସନ୍ଧ୍ୟା -୦୬.୨୪ ରୁ ୦୭.୫୧

ରାତ୍ରି -୧୦.୪୪ ରୁ ୧୨.୫୩

ଅଶୁଭସମୟ:

ରାହୁକାଳ- ଦିବା-୦୪.୪୫ ରୁ ୦୬.୨୪

କାଳବେଳା- ଦିବା-୧୧.୪୮ ରୁ ୦୧.୨୭

ବାରବେଳା- ଦିବା-୧୦.୦୯ ରୁ ୧୧.୪୮

କାଳରାତ୍ରି- ରାତ୍ରି-୦୧.୧୦ ରୁ ୦୨.୩୧