Panchang Today 24th July 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ନୂତନ ଜିନିଷ କ୍ରୟ କରନ୍ତୁ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Panchang

News Summary

ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୩ୟା ପ୍ରାତଃ ୦୭.୩୦ ଗତେ ୪ର୍ଥୀ ନିଶାନ୍ତ ୦୪.୪୦ ଗତେ ୫ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ-ସନ୍ଧ୍ୟା ୦୬.୧୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

ଶୁଭ ସମୟ:

ପ୍ରାତଃ-୦୫.୨୩ ରୁ ୦୭.୦୭

ଦିବା -୧୦.୧୫ ରୁ ୧୧.୨୭

ଦିବା- ୦୨.୦୩ ରୁ ୦୫.୩୦

ସନ୍ଧ୍ୟା-୦୭.୦୬ ରୁ ୧୦.୪୭

ରାତ୍ରି- ୦୧.୪୩ ରୁ ୦୨.୩୮

ରାତ୍ରି- ୦୪.୦୧ ରୁ ୦୫.୨୩

ଅଶୁଭ ସମୟ:

ରାହୁକାଳ- ଦିବା ୧୧.୫୩ ରୁ ୦୧.୩୦

କାଳବେଳା- ଦିବା ୦୮.୩୮ ରୁ ୧୦.୧୫

ବାରବେଳା- ଦିବା ୧୧.୫୩ ରୁ ୦୧.୩୦

କାଳରାତ୍ରି- ରାତ୍ରି ୦୨.୩୮ ରୁ ୦୪.୦୧