Panchang Today 26th Feb 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର- ସିଂହ ଦିବା ୦୮.୧୦ ଗତେ କନ୍ୟା । ତିଥି- ୨ୟା ରାତ୍ରି ୧୧.୧୬ ଗତେ ୩ୟା । ଜାଣନ୍ତୁ ଆପରଙ୍କ ଶୁଭ ସମୟ..

ଆଜିର ପଞ୍ଚାଙ୍ଗ

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର- ସିଂହ ଦିବା ୦୮.୧୦ ଗତେ କନ୍ୟା । ତିଥି- ୨ୟା ରାତ୍ରି ୧୧.୧୬ ଗତେ ୩ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ଦିବା ୦୮.୧୦ ଗତେ ବୃଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶ ହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୧୧.୧୬ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୪.୩୦ ପର୍ଯ୍ୟନ୍ତ ।

ଶୁଭ ସମୟ

ପ୍ରାତଃ-୦୬.୧୨ରୁ ୦୭.୩୯

ଦିବା-୧୦.୫୦ରୁ ୦୧.୦୯

ଦିବା-୦୪.୨୦ରୁ ୦୫.୦୦

ସନ୍ଧ୍ୟା-୦୬.୩୬ରୁ ୦୯.୦୫

ରାତ୍ରି- ୧୧.୫୯ରୁ ୦୨.୫୩

ଅଧିକ ପଢ଼ନ୍ତୁ: ଘରେ ବାସ୍ତୁଦୋଷ ଅଛି କି; ଜାଣନ୍ତୁ ଏହି ୫ଟି ସଂଶୋଧନ ନିୟମ

ଅଶୁଭ ସମୟ

ରାହୁକାଳ - ପ୍ରାତଃ ୦୭.୩୯ରୁ ୦୯.୦୬

କାଳବେଳା- ପ୍ରାତଃ ୦୭.୩୯ରୁ ୦୯.୦୬

ବାରବେଳା- ଦିବା ୦୨.୫୩ରୁ ୦୪.୨୦

କାଳରାତ୍ରି- ରାତ୍ରି ୧୦.୨୬ରୁ ୧୧.୫୯