• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  • ଆଜିର ପଞ୍ଚାଙ୍ଗ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର, ତିଥି-୫ମୀ ପ୍ରାତଃ ୦୭.୫୭ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନିଶାନ୍ତ ୦୪.୪୨ ଗତେ ୧ ପାଦ-କୁଟୁମ୍ବହାନି- ତିଳକାଞ୍ଚନ ଦାନ ।

ଶୁଭ ସମୟ:

ପ୍ରାତଃ-୦୫.୨୨ ରୁ ୦୬.୫୭

ଦିବା-୧୦.୨୭ ରୁ ୦୧.୦୦

ଦିବା-୦୪.୩୦ ରୁ ୦୫.୧୪

ସନ୍ଧ୍ୟା-୦୬.୫୦ ରୁ ୦୯.୦୫

ରାତ୍ରି-୧୧.୪୩ ରୁ ୦୨.୨୧

ଅଧିକ ପଢ଼ନ୍ତୁ: ଗୃହର ଏହି ଦିଗକୁ ଜଳ ନିଷ୍କାସିତ ହେଉଛି କି… ଗୃହକୁ ଆସିବ ମହା ସଂକଟ

ଅଶୁଭ ସମୟ:

ରାହୁକାଳ - ପ୍ରାତଃ ୦୬.୫୭ ରୁ ୦୮.୩୩

କାଳବେଳା- ପ୍ରାତଃ ୦୬.୫୭ ରୁ ୦୮.୩୩

ବାରବେଳା- ଦିବା ୦୨.୫୪ ରୁ ୦୪.୩୦

କାଳରାତ୍ରି- ରାତ୍ରି ୧୦.୧୯ ରୁ ୧୧.୪୩