Panchang Today 2nd December 2024: ଆଜିର ପଞ୍ଚାଙ୍ଗ,ଶୁଭ ସମୟ ଦେଖି ଘରେ କରନ୍ତୁ ଶୁଭ କାର୍ଯ୍ୟ

ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୨ ତାରିଖ ସୋମବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Panchang

ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୨ ତାରିଖ ସୋମବାର । ଚନ୍ଦ୍ର- ବିଛା ଦିବା ୦୩.୪୫ ଗତେ ଧନୁ,ତିଥି- ପ୍ରତିପଦ ଦିବା ୧୨.୪୩ ଗତେ ୨ୟା, ଘାତଚନ୍ଦ୍ର- ଦିବା ୦୩.୪୫ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ଦିବା ୧୨.୪୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

ଶୁଭ ସମୟ:

ପ୍ରାତଃ-୦୬.୦୯ ରୁ ୦୭.୩୧

ଦିବା-୦୯.୦୩ ରୁ ୧୧.୧୪

ରାତ୍ରି- ୦୭.୪୦ ରୁ ୦୯.୫୭

ରାତ୍ରି-୦୨.୪୦ ରୁ ୦୩.୩୨

ଅଶୁଭ ସମୟ:

ରାହୁକାଳ- ପ୍ରାତଃ ୦୭.୩୧ ରୁ ୦୮.୫୨

କାଳବେଳା- ପ୍ରାତଃ ୦୭.୩୧ ରୁ ୦୮.୫୨

ବାରବେଳା- ଦିବା ୦୨.୧୯ ରୁ ୦୩.୪୧

କାଳରାତ୍ରି- ରାତ୍ରି ୦୯.୫୭ ରୁ ୧୧.୩୬