Panchang Today 30th May 2024: ଆଜିର ପଞ୍ଚାଙ୍ଗ,ଶୁଭ ମୁହୂର୍ତ୍ତ ଦେଖି ଗୃହ ପ୍ରବେଶ କରନ୍ତୁ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଗୁରୁବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Panchang Today

News Summary

ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଗୁରୁବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୭ମୀ ଦିବା ୧୧.୪୧ ଗତେ ୮ମୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୧.୪୪ ପର୍ଯ୍ୟନ୍ତ

ଶୁଭ ସମୟ:

ପ୍ରାତଃ-୦୫.୧୧ ରୁ ୦୬.୦୩

ଦିବା- ୦୯.୩୩ ରୁ ୧୧.୧୮

ସନ୍ଧ୍ୟା-୦୭.୦୧ ରୁ ୦୯.୧୧

ରାତ୍ରି-୦୧.୦୫ ରୁ ୦୨.୧୬

ରାତ୍ରି- ୦୩.୪୩ ରୁ ୦୫.୧୦

ଅଧିକ ପଢ଼ନ୍ତୁ: Vastu Tips: ଘରର ଉତ୍ତର ଦିଗରେ ନାଲି ରଙ୍ଗ ବ୍ୟବହାର କରିଛନ୍ତି କି… ହେବ ଏହିସବୁ ସମସ୍ୟା

ଅଶୁଭ ସମୟ:

ରାହୁକାଳ- ଦିବା ୦୧.୨୨ ରୁ ୦୩.୦୦

କାଳବେଳା- ଦିବା ୦୩.୦୦ ରୁ ୦୪.୩୯

ବାରବେଳା- ଦିବା ୦୪.୩୯ ରୁ ୦୬.୧୭

କାଳରାତ୍ରି- ରାତ୍ରି ୧୧.୪୪ ରୁ ୦୧.୦୫