Panchang Today 7th August 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ବୁଧବାର । ଚନ୍ଦ୍ର- ସିଂହ ରାତ୍ରି ୦୩.୧୫ ଗତେ କନ୍ୟା ତିଥି- ୩ୟା । ରାତ୍ରି ୧୦.୦୬ ଗତେ ୪ର୍ଥୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୩.୧୫ ଗତେ ବୃଷ ରାଶିର । 

Panchanga

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ବୁଧବାର । ଚନ୍ଦ୍ର- ସିଂହ ରାତ୍ରି ୦୩.୧୫ ଗତେ କନ୍ୟା ତିଥି- ୩ୟା । ରାତ୍ରି ୧୦.୦୬ ଗତେ ୪ର୍ଥୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୩.୧୫ ଗତେ ବୃଷ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୦୮.୩୦ ଗତେ ୧ ପାଦ-କୁଟୁମ୍ବହାନି-ତିଲକାଞ୍ଚନ ଦାନ ।

ଶୁଭ ସମୟ 

ପ୍ରାତଃ- ୦୫.୨୮ ରୁ ୦୭.୧୦

ଦିବା- ୧୦.୧୬ ରୁ ୧୧.୨୬
ଦିବା- ୦୨.୦୦ ରୁ ୦୫.୨୫ 
ସନ୍ଧ୍ୟା- ୦୭.୦୧ ରୁ ୧୦.୪୫
ରାତ୍ରି- ୦୧.୪୪ ରୁ ୦୨.୪୦
ରାତ୍ରି-  ୦୪.୦୪ ରୁ ୦୫.୨୮

ଅଧିକ ପଢ଼ନ୍ତୁ: Vastu Tips: ଶୋଇବା ଘରେ ରଖନ୍ତୁ ନାହିଁ ଏହି ୫ ଜିନିଷ; ହୋଇପାରେ ବୈବାହିକ ଜୀବନରେ ଫାଟ

ଅଶୁଭ ସମୟ 

ରାହୁକାଳ- ଦିବା ୧୧.୫୨ ରୁ ୦୧.୨୮
କାଳବେଳା- ଦିବା ୦୮.୪୦ ରୁ ୧୦.୧୬
ବାରବେଳା- ଦିବା ୧୧.୫୨ ରୁ ୦୧.୨୮
କାଳରାତ୍ରି- ରାତ୍ରି ୦୨.୪୦ ରୁ ୦୪.୦୪