Panchang Today 7th June 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ଘରେ କରନ୍ତୁ ଶୁଭ କାର୍ଯ୍ୟ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୭ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Panchang

News Summary

ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୭ ଶୁକ୍ରବାର । ଚନ୍ଦ୍ର- ବୃଷ ପ୍ରାତଃ ୦୭.୫୬ ଗେତ ମିଥୁନ,ତିଥି- ପ୍ରତିପଦ ଦିବା ୦୪.୪୫ ଗତେ ୨ୟା ଘାତଚନ୍ଦ୍ର- ବିଛା ରାଶିର, ପ୍ରାତଃ ୦୭.୫୬ ଗତେ କନ୍ୟା ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୦୪.୪୫ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ

ଶୁଭ ସମୟ:

ପ୍ରାତଃ- ୦୬.୦୩ ରୁ ୦୬.୫୬

ଦିବା- ୧୨.୧୧ ରୁ ୦୨.୪୯

ସନ୍ଧ୍ୟା- ୦୬.୨୦ ରୁ ୦୮.୩୦

ରାତ୍ରି- ୧୨.୫୦ ରୁ ୦୩.୦୦

ଅଧିକ ପଢ଼ନ୍ତୁ: ଗୃହର ଏହି ଦିଗକୁ ଜଳ ନିଷ୍କାସିତ ହେଉଛି କି… ଗୃହକୁ ଆସିବ ମହା ସଂକଟ

ଅଶୁଭ ସମୟ:

ରାହୁକାଳ- ଦିବା- ୧୦.୦୬ ରୁ ୧୧.୪୫

କାଳବେଳା- ଦିବା - ୧୦.୦୬ ରୁ ୧୧.୪୫

ବାରବେଳା- ଦିବା- ୦୮.୨୮ ରୁ ୧୦.୦୬

କାଳରାତ୍ରି- ରାତ୍ରି- ୦୯.୦୩ ରୁ ୧୦.୨୪