Panchang Today 8th August 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁ ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୪ର୍ଥୀ ରାତ୍ରି ୧୨.୩୭ ଗତେ ୫ମୀ  ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଲକାଞ୍ଚନ ଦାନ ରାତ୍ରି ୧୧.୩୪ ପର୍ଯ୍ୟନ୍ତ।

Panchanga

ଶୁଭ ସମୟ 
ପ୍ରାତଃ- ୦୫.୨୮ ରୁ ୦୭.୧୦
ଦିବା- ୧୦.୩୫ ରୁ ୦୧.୦୮
ରାତ୍ରି-  ୦୨.୨୯ ରୁ ୦୩.୧୪

ଅଧିକ ପଢ଼ନ୍ତୁ: Vastu Tips: ଶୋଇବା ଘରେ ରଖନ୍ତୁ ନାହିଁ ଏହି ୫ ଜିନିଷ; ହୋଇପାରେ ବୈବାହିକ ଜୀବନରେ ଫାଟ

ଅଶୁଭ ସମୟ 
ରାହୁକାଳ- ଦିବା ୦୧.୨୮ ରୁ ୦୩.୦୩
କାଳବେଳା- ଦିବା ୦୩.୦୩ ରୁ ୦୪.୩୯
ବାରବେଳା- ଦିବା ୦୪.୩୯ ରୁ ୦୬.୧୫
କାଳରାତ୍ରି- ରାତ୍ରି ୧୧.୫୨ ରୁ ୦୧.୧୬