Today Panchang 13th March 2023: ଆଜିର ପଞ୍ଚାଙ୍ଗ, ଶୁଭ ମୂହୁର୍ତ୍ତ ଦେଖି ଘରେ କରନ୍ତୁ ପୂଜା

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ସୋମବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Today Panchang

News Summary

ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ସୋମବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୬ଷ୍ଠୀ ରାତ୍ରି ୦୯.୨୭ ଗତେ ୭ମୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମିଥୁନ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୮.୨୦ ଗତେ ୨ ପାଦ ।

ଶୁଭ ସମୟ:

ଅଧିକ ପଢ଼ନ୍ତୁ: ଘର ତିଆରି ପାଇଁ ଭୁଲ୍‌ରେ କିଣନ୍ତୁ ନାହିଁ ଏମିତି ଭୂମି; ନଚେତ୍…

ଶୁଭ ସମୟ