Today Panchang 14th Feb 2023: ଜାଣନ୍ତୁ ଆଜିର ପଞ୍ଚାଙ୍ଗ, ଶୁଭ ମୁହୂର୍ତ୍ତ ଦେଖି ଘରେ କରନ୍ତୁ ପୂଜା

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ମଙ୍ଗଳବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Today Panchang

News Summary

ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ମଙ୍ଗଳବାର। ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୮ମୀ ଦିବା ୦୯.୦୪ ଗତେ ୯ମୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ

ଶୁଭ ସମୟ:

ଅଧିକ ପଢ଼ନ୍ତୁ: କାହିଁକି ଦେଖାଦିଏ ଆର୍ଥିକ ଓ ପାରିବାରିକ ସଂକଟ; ଜାଣନ୍ତୁ ନିରାକରଣ

ଅଶୁଭ ସମୟ: