Today Panchang 14th May 2023: ଜାଣନ୍ତୁ ଆଜିର ପଞ୍ଚାଙ୍ଗ, ଶୁଭ ମୁହୂର୍ତ୍ତରେ ଗୃହଶାନ୍ତି ପୂଜା କରନ୍ତୁ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ରବିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Today Panchang

News Summary

ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ରାତ୍ରି ୦୩.୨୪ ଗତେ ମୀନ,ତିଥି – ୧୦ମୀ ରାତ୍ରି ୦୨.୪୬ ଗତେ ୧୧ଶୀ,ଘାତ ଚନ୍ଦ୍ର – ମିଥୁନ, ମୀନ ରାତ୍ରି ୦୩.୨୪ ଗତେ ଧନୁ,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ ଦିବା ୧୦.୧୬ ଗତେ ୨ ପାଦ-କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ।

ଶୁଭ ସମୟ:

ପ୍ରାତଃ ୦୫.୧୫ ରୁ ୦୯.୩୩

ଦିବା ୦୧.୨୦ ରୁ ୦୧.୫୨

ସନ୍ଧ୍ୟା ୦୬.୫୫ ରୁ ୦୯.୦୭

ରାତ୍ରି ୧୨.୦୫ ରୁ ୦୧.୦୫

ରାତ୍ରି ୦୨.୨୮ ରୁ ୦୩.୦୨

ଅଶୁଭ ସମୟ:

ଋାହୁକାଳ – ଦିବା ୦୪.୩୩ ରୁ ୦୬.୧୦

କାଳବେଳା – ଦିବା ୧୧.୪୩ ରୁ ୦୧.୨୦

ବାରବେଳା – ଦିବା ୧୦.୦୬ ରୁ ୧୧.୪୩

କାଳରାତ୍ରି – ରାତ୍ରି ୦୧.୦୫ ରୁ ୦୨.୨୮