Today Panchang 15th Dec 2022: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଗୁରୁବାରରେ କେଉଁ ମୁହୂର୍ତ୍ତ ହେବ ଆପଣଙ୍କ ପାଇଁ ଶୁଭ

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Today Panchang

News Summary

ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ।  ଚନ୍ଦ୍ର – ସିଂହ (ଅହୋରାତ୍ର) ତିଥି- ୭ମୀ ରାତ୍ରି ୦୧.୩୯ ଗତେ ୮ମୀ ଘାତ ଚନ୍ଦ୍ର- କର୍କଟ, ମକର (ଅହୋରାତ୍ର) ଘାତ ବାର – ତୁଳା, କୁମ୍ଭ ପୁଷ୍କର ଦୋଷ – ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୧.୩୯ ପର୍ଯ୍ୟନ୍ତ

ଶୁଭ ସମୟ:

ପ୍ରାତଃ ୦୬.୧୭ ରୁ ୦୭.୪୩

ସନ୍ଧ୍ୟା ୦୫.୫୮ ରୁ ୦୬.୨୯

ରାତ୍ରି ୦୧.୨୦ ରୁ ୦୩.୩୯

ଅଧିକ ପଢ଼ନ୍ତୁ: ଲାଗି ରହୁଛି କି ଅର୍ଥାଭାବ ? ଏହିପରି ଦୂର ହେବ ଆର୍ଥିକ ସଙ୍କଟ

ଅଶୁଭ ସମୟ:

ଋାହୁକାଳ - ଦିବା ୦୧.୦୨ ରୁ ୦୨.୨୩

କାଳବେଳା - ଦିବା ୦୨.୨୩ ରୁ ୦୩.୪୪

ବାରବେଳା – ଦିବା ୦୩.୪୪ ରୁ ୦୫.୦୬

କାଳରାତ୍ରି – ରାତ୍ରି ୧୧.୪୧ ରୁ ୦୧.୨୦