Today Panchang 15th June 2023: ଜାଣନ୍ତୁ ଆଜିର ପଞ୍ଚାଙ୍ଗ, ଶୁଭ ମୁହୂର୍ତ୍ତରେ ଘରକୁ ଆଣନ୍ତୁ ନୂନତ ଦ୍ରବ୍ୟ...

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Today Panchang

News Summary

ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ।ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବୃଷ,ତିଥି – ୧୨ଶୀ ଦିବା ୦୮.୩୨ ଗତେ ୧୩ଶୀ,ଘାତ ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବିଛା,ଘାତ ବାର – ତୁଳା , କୁମ୍ଭ,ପୁଷ୍କର ଦୋଷ – ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।

ଶୁଭ ସମୟ:

ପ୍ରାତଃ ୦୫.୧୧ ରୁ ୦୬.୦୪

ଦିବା ୦୯.୩୫ ରୁ ୧୧.୨୦

ସନ୍ଧ୍ୟା ୦୭.୦୬ ରୁ ୦୯.୧୫

ରାତ୍ରି ୦୧.୦୮ ରୁ ୦୨.୧୮

ରାତ୍ରି ୦୩.୪୫ ରୁ ୦୫.୧୧

ଅଶୁଭ ସମୟ:

ଋାହୁକାଳ – ଦିବା ୦୧.୨୬ ରୁ ୦୩.୦୪

କାଳବେଳା – ଦିବା ୦୩.୦୪ ରୁ ୦୪.୪୩

ବାରବେଳା – ଦିବା ୦୪.୪୩ ରୁ ୦୬.୨୨

କାଳରାତ୍ରି – ରାତ୍ରି ୧୧.୪୭ ରୁ ୦୧.୦୮