Today Panchang 15th May 2023: ଜାଣନ୍ତୁ ଆଜିର ପଞ୍ଚାଙ୍ଗ, ଶୁଭ ମୁହୂର୍ତ୍ତରେ ଘରେ କରନ୍ତୁ ଶୁଭକାର୍ଯ୍ୟ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ସୋମବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Today Panchang

News Summary

ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ସୋମବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୧ ଶୀ ରାତ୍ରି ୦୧.୦୩ ଗତେ ୧୨ଶୀ ।ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୯.୦୮ ପର୍ଯ୍ୟନ୍ତ

ଶୁଭ ସମୟ:

ଦିବା ୦୮.୪୧ ରୁ ୧୦.୨୫

ରାତ୍ରି ୦୯.୦୮ ରୁ ୧୦.୨୦

ରାତ୍ରି ୧୧.୪୨ ରୁ ୧୨.୦୫

ରାତ୍ରି ୦୧.୩୩ ରୁ ୦୩.୦୧

ରାତ୍ରି ୦୩.୪୬ ରୁ ୦୪.୩୦

ଅଧିକ ପଢ଼ନ୍ତୁ: ଗୃହରେ ବାସ୍ତୁଦୋଷ ଥିଲେ ହୋଇପାରେ ଅସାଧ୍ୟ ରୋଗ; ଜାଣନ୍ତୁ ପ୍ରତିକାର

ଅଶୁଭ ସମୟ:

ଋାହୁକାଳ – ପ୍ରାତଃ ୦୬.୫୧ ରୁ ୦୮.୨୯

କାଳବେଳା – ପ୍ରାତଃ ୦୬.୫୧ ରୁ ୦୮.୨୯

ବାରବେଳା – ଦିବା ୦୨.୫୭ ରୁ ୦୪.୩୪

କାଳରାତ୍ରି – ରାତ୍ରି ୧୦.୨୦ ରୁ ୧୧.୪୨