Today Panchang 16th October 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର । ଚନ୍ଦ୍ର– ତୁଳା ଅହୋରାତ୍ର

Today Panchang

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର । ଚନ୍ଦ୍ର– ତୁଳା ଅହୋରାତ୍ର । ତିଥି- ୨ୟା ରାତ୍ରି ୦୧.୧୩ ଗତେ ୩ୟା । ଘାତଚନ୍ଦ୍ର- ନାସ୍ତି, ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ ଅନ୍ନ ଦାନ ରାତ୍ରି ୦୭.୩୪ ଗତେ ୨ ପାଦ ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୧୩ ଗତେ ୧ପାଦ କୁଟୁମ୍ବହାନି ତିଳକାଞ୍ଚନ ଦାନ ।

ଶୁଭ ସମୟ

ଅଧିକ ପଢ଼ନ୍ତୁ: ଗୃହ ଆରମ୍ଭରେ ବାସ୍ତୁ ପୂଜା କରିବା ଜରୁରୀ ନା ନାହିଁ…

ଅଶୁଭ ସମୟ