Today Panchang 1st Feb 2023: ଆଜିର ପଞ୍ଚାଙ୍ଗ,ଜାଣନ୍ତୁ କେଉଁ ମୁହୂର୍ତ୍ତ ହେବ ଶୁଭ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Today Panchang

News Summary

ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର । ଚନ୍ଦ୍ର – ବୃଷ ଦିବା ୦୧.୫୯ ଗତେ ମିଥୁନ,ତିଥି – ୧୧ଶୀ ଦିବା ୦୨.୦୨ ଗତେ ୧୨ଶୀ,ଘାତ ଚନ୍ଦ୍ର – ବିଛା ଦିବା ୦୧.୫୯ ଗତେ କନ୍ୟା,ଘାତ ବାର- କର୍କଟ ,ପୁଷ୍କର ଦୋଷ – ଦିବା ୦୨.୦୨ ଗତେ ୧ ପାଦ- ପଶୁସମ୍ପଦ ନାଶ – ଅନ୍ନଦାନ ।

ଶୁଭ ସମୟ:

ଅଧିକ ପଢ଼ନ୍ତୁ: ସକାଳୁ ଉଠି ଦେଖନ୍ତୁ ନାହିଁ ଏହିସବୁ ଜିନିଷ, ଆସିପାରେ ବିପଦ

ଅଶୁଭ ସମୟ: