Advertisment

Today Panchang 2nd March 2023: ଜାଣନ୍ତୁ ଆଜିର ପଞ୍ଚାଙ୍ଗ, ଶୁଭ ମୂହୁର୍ତ୍ତ ଦେଖି ଘରେ କରନ୍ତୁ ପୂଜା

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

ଅଦ୍ୟତନ ହୋଇଛି
undefined

Today Panchang

Advertisment

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର ।ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୧୦ମୀ ପ୍ରାତଃ ୦୬.୩୯ ଗତେ ୧୧ଶୀ । ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ଦିବା ୧୨.୪୩ ଗତେ ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ।

Advertisment

ଶୁଭ ସମୟ:

  • ପ୍ରାତଃ ୦୬.୦୯ ରୁ ୦୭.୪୨
  • ଦିବା ୧୦.୪୯ ରୁ ୦୧.୦୮
  • ଦିବା ୦୨.୫୧ ରୁ ୦୩.୦୪

ଅଧିକ ପଢ଼ନ୍ତୁ: କେମିତି କରିବେ ପୂଜାଘର, ଶୁଭ ଫଳ ପାଇଁ ୧୦ ପଏଣ୍ଟ୍

ଅଶୁଭ ସମୟ:

  • ଋାହୁକାଳ – ଦିବା ୦୧.୨୬ ରୁ ୦୨.୫୩
  • କାଳବେଳା – ଦିବା ୦୨.୫୩ ରୁ ୦୪.୨୧
  • ବାରବେଳା – ଦିବା ୦୪.୨୧ ରୁ ୦୫.୪୮
  • କାଳରାତ୍ରି – ରାତ୍ରି ୧୧.୫୮ ରୁ ୦୧.୩୧
Panchang
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ