Today Panchang 20th Jan 2023: ଆଜିର ପଞ୍ଚାଙ୍ଗ,ଜାଣନ୍ତୁ କେଉଁ ମୁହୂର୍ତ୍ତରେ କରିବେ ଗୃହ ପ୍ରବେଶ

ସୈାର ମକର ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Today Panchang

News Summary

ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୈାର ମକର ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି - ୧୩ଶୀ ଦିବା ୧୦.୦୦ ଗତେ ୧୪ଶୀ ,ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର,ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

ଶୁଭ ସମୟ:

ଅଧିକ ପଢ଼ନ୍ତୁ: ଘରର ପଞ୍ଚତତ୍ତ୍ୱକୁ କିପରି କରିବେ ସମନ୍ୱୟ; ଜାଣନ୍ତୁ ଏହି ୩ ପଏଣ୍ଟରେ

ଅଶୁଭ ସମୟ: