Advertisment

Today Panchang 23th March 2023: ଜାଣନ୍ତୁ ଆଜିର ପଞ୍ଜାଙ୍ଗ, ଶୁଭ ମୁହୂର୍ତ୍ତରେ ଘରେ କରନ୍ତୁ ଶୁଭ କାର୍ଯ୍ୟ

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

ଅଦ୍ୟତନ ହୋଇଛି
Today Panchang 23th March 2023

Today Panchang

Advertisment

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ଦିବା ୦୨.୦୯ ଗତେ ମେଷତିଥି – ୨ୟା ସନ୍ଧ୍ୟା ୦୬.୨୧ ଗତେ ୩ୟା ,ଘାତ ଚନ୍ଦ୍ର – ଧନୁ ଦିବା ୦୨.୦୯ ଗତେ ମେଷ,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ –୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା ୦୬.୨୧ ପର୍ଯ୍ୟନ୍ତ ।

Advertisment

ଶୁଭ ସମୟ:

  • ପ୍ରାତଃ ୦୫.୫୨ ରୁ ୦୭.୨୮
  • ଦିବା ୧୦.୪୧ ରୁ ୦୧.୦୫
  • ଦିବା ୦୧.୫୪ ରୁ ୦୫.୦୬
  • ରାତ୍ରି ୦୨.୪୦ ରୁ ୦୩.୨୮

ଅଧିକ ପଢ଼ନ୍ତୁ: ଆପଣଙ୍କ ଘର ଐଶାନ୍ୟ ମୁହାଁ କି...ଜାଣନ୍ତୁ କ’ଣ କରିବେ ପ୍ରତିକାର

ଅଶୁଭ ସମୟ:

  • ଋାହୁକାଳ – ଦିବା ୦୧.୨୩ ରୁ ୦୨.୫୪
  • କାଳବେଳା – ଦିବା ୦୨.୫୪ ରୁ ୦୪.୨୪
  • ବାରବେଳା – ଦିବା ୦୪.୨୪ ରୁ ୦୫.୫୪
  • କାଳରାତ୍ରି – ରାତ୍ରି ୧୧.୫୩ ରୁ ୦୧.୨୨
Advertisment
Panchang
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ