/odishatv-khabar/media/post_attachments/uploadimage/library/16_9/16_9_0/Panchang_1740452604.jpg)
Panchang
ସୈାର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ। ଇଂରାଜୀ ୨୪ ତାରିଖ ରବିବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି – ପ୍ରତିପଦ ଦିବା ୧୧.୪୮ ଗତେ ୨ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର – ମେଷ ରାଶିର । ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ ଦିବା ୧୧.୪୮ ଗତେ ୨ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୨.୦୬ ଗତେ ୩ପାଦ - କୃଷି,ପଶୁ ଓ ବଂଶହାନି-ଭୂମି,ଅନ୍ନ ଓ ତିଳକାଞ୍ଚନ ଦାନ ।
Advertisment
ଶୁଭ ସମୟ-
ପ୍ରାତଃ – ୦୫.୩୨ ରୁ ୦୯.୪୩
ଦିବା – ୦୧.୨୨ ରୁ ୦୧.୫୪
ସନ୍ଧ୍ୟା – ୦୬.୫୦ ରୁ ୦୯.୦୮
ରାତ୍ରି – ୧୨.୧୧ ରୁ ୦୧.୧୫
ରାତ୍ରି – ୦୨.୪୧ ରୁ ୦୩.୧୫
ଅଶୁଭ ସମୟ -
ରାହୁକାଳ - ଦିବା ୦୪.୩୦ ରୁ ୦୬.୦୪
କାଳବେଳା – ଦିବା ୧୧.୪୮ ରୁ ୦୧.୨୨
ବାରବେଳା- ଦିବା ୧୦.୧୪ ରୁ ୧୧.୪୮
କାଳରାତ୍ରି- ରାତ୍ରି ୦୧.୧୫ ରୁ ୦୨.୪୧
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)