Today Panchang 2nd Feb 2023: ଆଜିର ପଞ୍ଚାଙ୍ଗ, ଶୁଭ ମୁହୂର୍ତ୍ତ ଦେଖି ଘରେ କରନ୍ତୁ ଶୁଭ କାର୍ଯ୍ୟ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Today Panchang

News Summary

ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର ।ଚନ୍ଦ୍ର – ମିଥୁନ ଅହୋରାତ୍ର ,ତିଥି – ୧୨ଶୀ ଦିବା ୦୪.୨୬ ଗତେ ୧୩ଶୀ,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ - ଅନ୍ନଦାନ ଦିବା ୦୪.୨୬ ପର୍ଯ୍ୟନ୍ତ ।

ଶୁଭ ସମୟ:

ଅଧିକ ପଢ଼ନ୍ତୁ: କରନ୍ତୁ ନାହିଁ ଏହି ୫ଟି କାମ, ହୋଇପାରେ ଅଶୁଭ

ଅଶୁଭ ସମୟ: