Advertisment

Today Panchang 3rd August 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...କେଉଁ ସମୟରେ ଆରମ୍ଭ କରିବେ ଶୁଭ କାର୍ଯ୍ୟ

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ, ଗୁରୁବାର। ଜାଣନ୍ତୁ, ଆଜିର ଶୁଭ ଓ ଅଶୁଭ ସମୟ...

ଅଦ୍ୟତନ ହୋଇଛି
Panchang Today  3rd August 2023

Today Panchang

Advertisment

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ, ଗୁରୁବାର। ଚନ୍ଦ୍ର – ମକର ରାତ୍ରି ୧୧.୨୬ ଗତେ କୁମ୍ଭ ତିଥି -  ୨ୟା ଦିବା ୦୪.୧୭ ଗତେ ୩ୟା ଘାତ ଚନ୍ଦ୍ର –ମିଥୁନ  ଓ ମୀନ ଅହୋରାତ୍ର ଘାତ ବାର –ତୁଳା ଓ କୁମ୍ଭ ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ଦିବା ୦୪.୧୭ ପର୍ଯ୍ୟନ୍ତ

Advertisment

ଶୁଭ ସମୟ...

ପ୍ରାତଃ ୦୫.୨୬ ରୁ ୦୭.୦୯
ଦିବା ୧୦.୩୫ ରୁ ୦୧.୧୦ 
ରାତ୍ରି ୦୨.୨୮ ରୁ ୦୩.୧୩

ଅଧିକ ପଢ଼ନ୍ତୁ: କେଉଁ କାରଣରୁ ଲକ୍ଷ୍ମୀଛଡ଼ା ଦୋଷ ଲାଗିଥାଏ ?

ଅଶୁଭ ସମୟ...

ଋାହୁକାଳ – ଦିବା ୦୧.୨୯ ରୁ ୦୩.୦୫
କାଳବେଳା – ଦିବା ୦୩.୦୫ ରୁ ୦୪.୪୨
ବାରବେଳା – ଦିବା ୦୪.୪୨ ରୁ ୦୬.୧୮
କାଳରାତ୍ରି – ରାତ୍ରି ୧୧.୫୨ ରୁ ୦୧.୧୬

ଅଧିକ ପଢ଼ନ୍ତୁ: ଗୋଟିଏ କୋଠରୀରେ ଦୁଇରୁ ଅଧିକ ଝରକା ଆଣିଥାଏ ବଡ ସମସ୍ୟା

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ