Today Panchang 3rd May 2023: ଜାଣନ୍ତୁ ଆଜିର ପଞ୍ଚାଙ୍ଗ, ଶୁଭ ମୁହୂର୍ତ୍ତ ଦେଖି ଘରେ କରନ୍ତୁ ଶୁଭ କାର୍ଯ୍ୟ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ବୁଧବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Today Panchang

News Summary

ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ବୁଧବାର ।ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୩ଶୀ ରାତ୍ରି ୧୧.୪୯ ଗତେ ୧୪ଶୀ,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।

ଶୁଭ ସମୟ:

ଅଧିକ ପଢ଼ନ୍ତୁ: ଲାଗି ରହୁଛି କି ଅର୍ଥାଭାବ ? ଏହିପରି ଦୂର ହେବ ଆର୍ଥିକ ସଙ୍କଟ

ଅଶୁଭ ସମୟ: