Today Panchang 4th Feb 2023: ଆଜିର ପଞ୍ଚାଙ୍ଗ, ଶୁଭ ମୁହୂର୍ତ୍ତ ଦେଖି ନୂତନ ଜିନିଷ କ୍ରୟ କରନ୍ତୁ

ସୈାର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Panchang

News Summary

ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୈାର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର ।ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୪ଶୀ ରାତ୍ରି ୦୯.୩୦ ଗତେ ପୂର୍ଣ୍ଣିମା ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ- କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୯.୧୬ ଗତେ ୧ ପାଦ ।

ଶୁଭ ସମୟ:

ଅଧିକ ପଢ଼ନ୍ତୁ | ଲାଗି ରହୁଛି କି ଅର୍ଥାଭାବ ? ଏହିପରି ଦୂର ହେବ ଆର୍ଥିକ ସଙ୍କଟ

ଅଶୁଭ ସମୟ: