Today Panchang 4th Jan 2023: ଆଜିର ପଞ୍ଚାଙ୍ଗ,ଜାଣନ୍ତୁ କେଉଁ ମୁହୂର୍ତ୍ତରେ ଘରେ କରିବେ ପୂଜା

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୪ ତାରିଖ ବୁଧବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Today Panchang

News Summary

ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୪ ତାରିଖ ବୁଧବାର । ଚନ୍ଦ୍ର – ବୃଷ (ଅହୋରାତ୍ର),ତିଥି- ୧୩ଶୀ ରାତ୍ରି ୧୨.୦୧ ଗତେ ୧୪ଶୀ ,ଘାତ ଚନ୍ଦ୍ର- ବିଛା (ଅହୋରାତ୍ର),ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।

ଶୁଭ ସମୟ:

ପ୍ରାତଃ ୦୬.୨୬ ରୁ ୦୮.୩୬

ଦିବା ୧୦.୪୬ ରୁ ୧୧.୫୧

ଦିବା ୦୧.୩୯ ରୁ ୦୩.୫୦

ସନ୍ଧ୍ୟା ୦୬.୦୯ ରୁ ୦୭.୦୨

ରାତ୍ରି ୦୮.୪୭ ରୁ ୦୩.୦୮

ଅଧିକ ପଢ଼ନ୍ତୁ: ଆପଣ ଘର ତିଆରି ପାଇଁ ଢାଲୁ ଜମି କିଣିଛନ୍ତି କି; ଏହା ଶୁଭ ନା ଅଶୁଭ ଜାଣନ୍ତୁ

ଅଶୁଭ ସମୟ:

ଋାହୁକାଳ - ଦିବା ୧୧.୫୧ ରୁ ୦୧.୧୨

କାଳବେଳା – ଦିବା ୦୯.୦୮ ରୁ ୧୦.୩୦

ବାରବେଳା – ଦିବା ୧୧.୫୧ ରୁ ୦୧.୧୨

କାଳରାତ୍ରି – ରାତ୍ରି ୦୩.୦୮ ରୁ ୦୪.୪୭