• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଗୁରୁବାର। ଚନ୍ଦ୍ର – ବୃଷ ଦିବା ୦୮.୦୫ ଗତେ ମିଥୁନ,ତିଥି- ୧୪ଶୀ ରାତ୍ରି ୦୨.୧୪ ଗତେ ପୂର୍ଣ୍ଣିମା,ଘାତ ଚନ୍ଦ୍ର- ବିଛା ଦିବା ୦୮.୦୫ ଗତେ କନ୍ୟା,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି

ଶୁଭ ସମୟ:

ପ୍ରାତଃ ୦୬.୨୬ ରୁ ୦୭.୫୩

ଦିବା ୦୬.୧୦ ରୁ ୦୯.୪୦

ରାତ୍ରି ୦୧.୩୦ ରୁ ୦୩.୪୮

ଅଧିକ ପଢ଼ନ୍ତୁ: ଆପଣଙ୍କ ଘରର କାନ୍ଥକୁ କୌଣସି ଗଛଲତା ସ୍ପର୍ଶ କରୁଛି କି? ଜାଣନ୍ତୁ କ’ଣ ହେବ…

ଅଶୁଭ ସମୟ:

ଋାହୁକାଳ - ଦିବା ୦୧.୧୩ ରୁ ୦୨.୩୪

କାଳବେଳା – ଦିବା ୦୨.୩୪ ରୁ ୦୩.୫୬

ବାରବେଳା – ଦିବା ୦୩.୫୬ ରୁ ୦୫.୧୭

କାଳରାତ୍ରି – ରାତ୍ରି ୧୧.୫୨ ରୁ ୦୧.୩୦

OTV is now on Whatsapp

Join and get latest news update delivered to you via whatsapp

Join Now