Today Panchang 5th May 2023: ଜାଣନ୍ତୁ ଆଜିର ପଞ୍ଚାଙ୍ଗ, ଶୁଭ ମୁହୂର୍ତ୍ତରେ ଘରେ କରନ୍ତୁ ଗୃହଶାନ୍ତି ପୂଜା

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Today Panchang

News Summary

ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ପୂର୍ଣ୍ଣିମା ରାତ୍ରି ୧୧.୦୩ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ରାତ୍ରି ୦୯.୩୮ ଗତେ ୧ ପାଦ- କୁଟୁମ୍ଭହାନି – ତିଳକାଞନ ଦାନ

ଶୁଭ ସମୟ:

ଅଧିକ ପଢ଼ନ୍ତୁ: ଶୋଇବା ଘରକୁ ଲାଗି ପାଇଖାନା ଥିଲେ କ’ଣ କରିବେ ପ୍ରତିକାର, ଜାଣନ୍ତୁ...

ଅଶୁଭ ସମୟ: