Today Panchang 6th April 2023: ଜାଣନ୍ତୁ ଆଜିର ପଞ୍ଚାଙ୍ଗ, ଶୁଭ ମୁହୂର୍ତ୍ତରେ ଘରେ କରନ୍ତୁ ପୂଜା

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ଗୁରୁବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Today Panchang

News Summary

ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ରାତ୍ରି ୦୧.୦୯ ଗତେ ତୁଳା,ତିଥି – ପୂର୍ଣ୍ଣିମା ଦିବା ୧୦.୦୪ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ବୃଷ ରାତ୍ରି ୦୧.୦୯ ପର୍ଯ୍ୟନ୍ତ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି

ଶୁଭ ସମୟ:

ଅଧିକ ପଢ଼ନ୍ତୁ: ଲାଗି ରହୁଛି କି ଅର୍ଥାଭାବ ? ଏହିପରି ଦୂର ହେବ ଆର୍ଥିକ ସଙ୍କଟ

ଅଶୁଭ ସମୟ: