Advertisment

Today Panchang 9th Feb 2023: ଜାଣନ୍ତୁ ଆଜିର ପଞ୍ଚାଙ୍ଗ, ଶୁଭ ମୁହୂର୍ତ୍ତ ଦେଖି ଗୃହ ପ୍ରବେଶ କରନ୍ତୁ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଗୁରୁବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

author-image
Pallipuspa Samal
ଅଦ୍ୟତନ ହୋଇଛି
Today Panchang 9th Feb 2023

Today Panchang

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ଅହୋରାତ୍ର । ତିଥି – ୩ୟା ପ୍ରାତଃ ୦୬.୨୩ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୧୦.୨୬ ପର୍ଯ୍ୟନ୍ତ ।

Advertisment

ଶୁଭ ସମୟ:

  • ପ୍ରାତଃ ୦୬.୨୨ ରୁ ୦୭.୫୨
  • ଦିବା ୧୦.୫୩ ରୁ ୦୧.୦୮
  • ରାତ୍ରି ୦୨.୫୮ ରୁ ୦୩.୪୯

ଅଧିକ ପଢ଼ନ୍ତୁ | ଲାଗି ରହୁଛି କି ଅର୍ଥାଭାବ ? ଏହିପରି ଦୂର ହେବ ଆର୍ଥିକ ସଙ୍କଟ

ଅଶୁଭ ସମୟ:

  • ଋାହୁକାଳ - ଦିବା ୦୧.୨୫ ରୁ ୦୨.୫୦
  • କାଳବେଳା – ଦିବା ୦୨.୫୦ ରୁ ୦୪.୧୪
  • ବାରବେଳା – ଦିବା ୦୪.୧୪ ରୁ ୦୫.୩୯
  • କାଳରାତ୍ରି – ରାତ୍ରି ୧୨.୦୦ ରୁ ୦୧.୩୬
Panchang
Advertisment
Advertisment