Today Panchang 9th Feb 2023: ଜାଣନ୍ତୁ ଆଜିର ପଞ୍ଚାଙ୍ଗ, ଶୁଭ ମୁହୂର୍ତ୍ତ ଦେଖି ଗୃହ ପ୍ରବେଶ କରନ୍ତୁ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଗୁରୁବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Today Panchang

News Summary

ଜାଣନ୍ତୁ ଆଜିର ପଞ୍ଚାଙ୍ଗ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ଅହୋରାତ୍ର । ତିଥି – ୩ୟା ପ୍ରାତଃ ୦୬.୨୩ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୧୦.୨୬ ପର୍ଯ୍ୟନ୍ତ ।

ଶୁଭ ସମୟ:

ଅଧିକ ପଢ଼ନ୍ତୁ | ଲାଗି ରହୁଛି କି ଅର୍ଥାଭାବ ? ଏହିପରି ଦୂର ହେବ ଆର୍ଥିକ ସଙ୍କଟ

ଅଶୁଭ ସମୟ: