Advertisment

Today Gold Price - 19th Sept : ଜାଣନ୍ତୁ ଟ୍ୱିନ୍‌ ସିଟିରେ କେତେ ଅଛି ସୁନାର ଦାମ୍

ଶନିବାର ତୁଳନାରେ ସୋମବାର ରୂପା ଦରରେ କୌଣସି ପରିବର୍ତ୍ତନ ହୋଇନି ।

ଅଦ୍ୟତନ ହୋଇଛି
gold price today

gold price today

Advertisment

ବଢିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ରହିଛି ୫୦ ହଜାର ୯ଶହ ଟଙ୍କା। ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ (ଜିଏସଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୪୭ ହଜାର ୭୦୦ ଟଙ୍କାରେ ବିକ୍ରି ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୫, ୭୧୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୧,୫୦୦ ଟଙ୍କା, ୩୭,୬୦୦ ଟଙ୍କା ଓ ୨୯, ୪୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୩୭,୮୦୦ ଟଙ୍କାରେ ପହଞ୍ଚିଛି ।

ସେହିପରି ଶନିବାର ତୁଳନାରେ ସୋମବାର ରୂପା ଦରରେ କୌଣସି ପରିବର୍ତ୍ତନ ହୋଇନି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୮,୬୦୦ ଟଙ୍କାରେ କାରବାର ହେଉଛି ।

Advertisment

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ଶୁଦ୍ଧତା ଯାଞ୍ଚ ସହ ଅଭିଯୋଗ ମଧ୍ୟ କରିପାରିବେ ।

Gold Price Silver Price Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ