Advertisment

ବଢ଼ିଲା ସୁନା, କମିଲା ରୂପା, ଜାଣନ୍ତୁ କେତେ...

ଆଜି ବି ବଢ଼ିଲା ସୁନା ଦର, ଜାଣନ୍ତୁ ୧୦ ଗ୍ରାମ୍‌ ପିଛା କେତେ...

ଅଦ୍ୟତନ ହୋଇଛି
Check latest gold and silver prices in Bhubaneswar, Cuttack, other towns of Odisha here

Check latest gold and silver prices in Bhubaneswar, Cuttack, other towns of Odisha here

Advertisment

ପୁଣି ବଢ଼ିଲା ସୁନା ଦର । ଗତକାଲି ସୁନା ରେଟ୍‌ରେ ସାମାନ୍ୟ ବୃଦ୍ଧି ପାଇଥିବାବେଳେ ଆଜି ବି ବଢ଼ିଛି ସୁନା ଦର । ଭାରତୀୟ ବଜାରରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨ ହଜାର ୪୫୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୦ ହଜାର ୬୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯, ୬୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୪,୮୦୦ ଟଙ୍କା, ୪୦, ୬୦୦ ଟଙ୍କା ଓ ୩୨, ୨୦୦ ଟଙ୍କା ରହିଛି । ଏହାସହ ସୁନା କଏନ୍‌ର ମୂଲ୍ୟ ୪୦, ୯୦୦ ଟଙ୍କାରେ ପହଞ୍ଚିଛି ।

ସେହିପରି ଗତକାଲି ଅପେକ୍ଷା ଆଜି ରୂପା ମୂଲ୍ୟରେ ୪୦୦ ଟଙ୍କା ହ୍ରାସ ପାଇଛି । ଫଳରେ ଗତକାଲି ଶୁଦ୍ଧ ରୂପା କିଲୋ ପିଛା ୬୧,୭୦୦ ଥିବାବେଳେ ଆଜି ୬୨, ୧୦୦ ଟଙ୍କାରେ କାରବାର ହେଉଛି ।

Advertisment

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Gold Price Silver Price Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ