Advertisment

ବଢ଼ିଲା ସୁନା ଦର; ଜାଣନ୍ତୁ କେତେ...

ବଢ଼ିଲା ସୁନା-ରୂପା ଦର । ଜାଣନ୍ତୁ ୧୦ ଗ୍ରାମ୍‌ ପିଛା କେତେ...

undefined

gold price

Advertisment

ବଢ଼ିଲା ସୁନା-ରୂପା ଦର । ଗତ କିଛିଦିନ ହେବ ସୁନା ରେଟ୍‌ ଲଗାତାର ଭାବେ ହ୍ରାସ ପାଉଥିବାବେଳେ ଆଜି ଦରରେ ସାମାନ୍ୟ ବୃଦ୍ଧି ଘଟିଛି । ଭାରତୀୟ ବଜାରରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୩ ହଜାର ୭୦୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୧ ହଜାର ୮୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୫୦, ୮୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୫,୯୦୦ ଟଙ୍କା, ୪୧, ୬୦୦ ଟଙ୍କା ଓ ୩୩, ୦୦୦ ଟଙ୍କା ରହିଛି । ଏହାସହ ସୁନା କଏନ୍‌ର ମୂଲ୍ୟ ୪୧, ୮୦୦ ଟଙ୍କାରେ ପହଞ୍ଚିଛି ।

ସେହିପରି ଗତକାଲି ଅପେକ୍ଷା ଆଜି ରୂପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ଗତକାଲି ଶୁଦ୍ଧ ରୂପା କିଲୋ ପିଛା ୬୦, ୧୦୦ ଥିବାବେଳେ ଆଜି ୬୨, ୫୦୦ ଟଙ୍କାରେ କାରବାର ହେଉଛି ।
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Price Today Silver Price Gold Price
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ