Advertisment

ଜାଣନ୍ତୁ ଆଜିର ସୂନା-ରୂପା ଦର....

ଆଜି ରୂପା ଦର ବୃଦ୍ଧି ପାଇଛି, ଜାଣନ୍ତୁ କେତେ...

Check rates of Gold, Silver in Odisha

Check rates of Gold, Silver in Odisha

Advertisment

ପ୍ରତିଦିନ ଭାରତୀୟ ବଜାରରେ ସୁନା-ରୂପା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୩ ହଜାର ୮୦୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୧ ହଜାର ୯୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୫୦, ୯୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୬,୦୦୦ ଟଙ୍କା, ୪୧, ୭୦୦ ଟଙ୍କା ଓ ୩୩, ୧୦୦ ଟଙ୍କା ରହିଛି । ଏହାସହ ସୁନା କଏନ୍‌ର ମୂଲ୍ୟ ୪୧, ୯୦୦ ଟଙ୍କାରେ ପହଞ୍ଚିଛି ।

କଟରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୩୮୦(ଜିଏସଟି ୯୯୫) ଟଙ୍କା ହୋଇଥିବାବେଳେ ୫,୨୬୦ (କ୍ୟାସ ୯୯୫) ଟଙ୍କା ରହିଛି ।

Advertisment

ସେହିପରି ଗତକାଲି ଅପେକ୍ଷା ଆଜି ରୂପା ମୂଲ୍ୟରେ ୫୦୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ଆଜି ଶୁଦ୍ଧ ରୂପା କିଲୋ ପିଛା ୬୦, ୬୦୦ ଟଙ୍କାରେ କାରବାର ହେଉଛି ।
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Gold Price Today Silver Price Gold Price
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ