Advertisment

Gold Price Today,10th March 2025: ବଦଳିଲା ସୁନା-ରୂପା ଦର; ଜାଣନ୍ତୁ କେତେ ଅଛି ଦାମ୍

ସୁନା କିଣିବାକୁ ଚାହୁଁଛନ୍ତି କି ? କିଣିବା ପୂର୍ବରୁ ଜାଣନ୍ତୁ ଆଜିର ସୁନା ଦର। ଆଜି ସୁନା ଦରରେ ହେଲା ପରିବର୍ତ୍ତନ । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୮୭,୭୦୦ ଟଙ୍କା ରହିଛି।

author-image
Deviprasad Jena
Gold Silver Price Today

Gold Silver Price Today

ସୁନା କିଣିବାକୁ ଚାହୁଁଛନ୍ତି କି ? କିଣିବା ପୂର୍ବରୁ ଜାଣନ୍ତୁ ଆଜିର ସୁନା ଦର। ଆଜି ସୁନା ଦରରେ ହେଲା ପରିବର୍ତ୍ତନ । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୮୭,୭୦୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୮୦,୩୯୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୮,୦୩୯ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୬୪,୩୧୨ ଟଙ୍କା ରହିଛି । ୨୪ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୮,୭୭୦ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୭୦,୧୬୦ ଟଙ୍କା ରହିଛି ।

Advertisment

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୮୦,୩୯୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୮,୦୩୯ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୬୪,୩୧୨ ଟଙ୍କା ରହିଛି । ଏହା ଛଡା ରୁପା ଦରରେ ସାମାନ୍ୟ ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୧୦୮ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୮୬୪ ଟଙ୍କା, ୧୦୦ ଗ୍ରାମ୍ ପିଛା ୧୦,୮୦୦ ଓ ୧ କେଜି ପିଛା ୧,୦୮,୦୦୦ ଟଙ୍କା ରହିଛି। 

ଦେଶର ବିଭିନ୍ନ ସହରରେ ସୁନାର ( ୨୨ କ୍ୟାରେଟ୍‌ ) ଦାମ୍:

ଭୁବନେଶ୍ୱର- ୮୦,୩୯୦ ଟଙ୍କା

କଟକ- ୮୦,୩୯୦ ଟଙ୍କା

ମୁମ୍ୱାଇ- ୮୦,୩୯୦ ଟଙ୍କା

ନୂଆଦିଲ୍ଲୀ-୮୦,୫୪୦ ଟଙ୍କା

କୋଲକାତା- ୮୦,୩୯୦ ଟଙ୍କା

କେମିତି ଜାଣିବେ ସୁନାର ଶୁଦ୍ଧତା ? ଜାଣନ୍ତୁ...

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।

Advertisment

ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।

ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ। 

ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା....ଜାଣନ୍ତୁ କିଛି ଟିପ୍ସ୍....

ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।

ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ।

ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ।

ଅଫ୍ ସିଜନରେ ସୁନା କିଣନ୍ତୁ... କମ୍ ଦାମ୍‌ରେ ସୁନା ଗହଣା କିଣିବାର ଲାଭ ପାଇପାରିବେ।

Gold Prices Fall Gold Price Today Gold Price Today In Bhubaneswar
Advertisment
Advertisment