Advertisment

Gold Prices Drop in Bhubaneswar and Cuttack: ଶସ୍ତା ହେଲା ସୁନା; ଆଜି ଏତିକି କମିଲା ଦର

ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୧୬୫୦ଟଙ୍କା ହ୍ରାସ ପାଇଛି । ୨୪ କ୍ୟାରେଟ୍ ସୁନା ୧୮୦୦ଟଙ୍କା କମିଛି । ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୮,୬୮୦ ଟଙ୍କା ରହିଥିଲା ।

ଅଦ୍ୟତନ ହୋଇଛି
gold

gold

Advertisment

ହୁହୁ ହୋଇ ବଢ଼ି ଚାଲିଛି ସୁନା ଦର। ସୁନା କିଣିବା ପୂର୍ବରୁ ବହୁ ଥର ଚିନ୍ତା କରିବାକୁ ପଡ଼ୁଛି। ହେଲେ ସୁନା କିଣିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଖୁସି ଖବର।  କମିଲା ସୁନା ଦର। ସୁନା ଦରରେ ହୋଇଛି ପରିବର୍ତ୍ତନ। ଆସନ୍ତୁ ଜାଣିବା କେତେ କମିଲା ସୁନା ଦର।

Advertisment

ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୧୬୫୦ଟଙ୍କା ହ୍ରାସ ପାଇଛି । ୨୪ କ୍ୟାରେଟ୍ ସୁନା ୧୮୦୦ଟଙ୍କା କମିଛି । ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୮,୬୮୦ ଟଙ୍କା ରହିଥିଲା। ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୧୮୦୦ଟଙ୍କା ହ୍ରାସ ପାଇବା ସହ ୯୬,୮୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୧୬୫୦ଟଙ୍କା ହ୍ରାସ ୯୦,୪୫୦ଟଙ୍କାରୁ ୮୮,୮୦୦ ଟଙ୍କା ରହିଛି ।

ସେହିପରି ଗତକାଲି କଟକରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ୯୮,୬୮୦ ଟଙ୍କା ରହିଥିଲା । ଆଜି କଟକରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର୧୮୦୦ଟଙ୍କା ହ୍ରାସ ପାଇ ୯୬,୮୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା୧୬୫୦ ଟଙ୍କା ହ୍ରାସ ୯୦,୪୫୦ଟଙ୍କାରୁ ୮୮,୮୦୦ ଟଙ୍କା ରହିଛି ।

Advertisment
Gold Gold Prices Fall
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ